Online Bible

- Advertisements -




ଲୂକ ଲିଖିତ ସୁସମାଚାର 5:25 - ପବିତ୍ର ବାଇବଲ

25 ସେ ତ‌ତ୍‌କ୍ଷଣାତ୍ ସେମାନଙ୍କ ସାମନାରେ ଉଠି ଠିଆ ହେଲା। ଯେଉଁ ବିଛଣା ଉପରେ ସେ ଶୋଇଥିଲା, ତାହା ଧରି ପରମେଶ୍ୱରଙ୍କ ସ୍ତୁତିଗାନ କରି ନିଜ ଘରକୁ ଗ୍ଭଲିଗଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

25 ସେଥିରେ ସେ ତତ୍କ୍ଷଣାତ୍ ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲା, ତାହା ଘେନି ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲା।

See the chapter Copy

ଓଡିଆ ବାଇବେଲ

25 ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

25 ସଙ୍ଗେ ସଙ୍ଗେ ସେ ସମସ୍ତଙ୍କ ଆଗରେ ଉଠି ଛିଡ଼ାହେଲା ଓ ଯେଉଁ ବିଛଣାରେ ଶୋଇଥିଲା, ତାକୁ ଉଠାଇ ନେଲା। ପୁଣି ଈଶ୍ୱରଙ୍କ ପ୍ରଶଂସା କରି ଘରକୁ ଫେରିଗଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।

See the chapter Copy




ଲୂକ ଲିଖିତ ସୁସମାଚାର 5:25

Follow us:

Advertisements


Advertisements