Online Bible

- Advertisements -




ଲୂକ ଲିଖିତ ସୁସମାଚାର 6:40 - ପବିତ୍ର ବାଇବଲ

40 ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।

See the chapter Copy

ଓଡିଆ ବାଇବେଲ

40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

40 କୌଣସି ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ, କିନ୍ତୁ ଶିଷ୍ୟର ଶିକ୍ଷା ସିଦ୍ଧ ହେଲେ ସେ ଗୁରୁଙ୍କ ସମକକ୍ଷ ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।

See the chapter Copy




ଲୂକ ଲିଖିତ ସୁସମାଚାର 6:40

Follow us:

Advertisements


Advertisements