ଲୂକ ଲିଖିତ ସୁସମାଚାର 6:5 - ପବିତ୍ର ବାଇବଲ5 ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ମାଲିକ।” See the chapterପବିତ୍ର ବାଇବଲ (Re-edited) - (BSI)5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି। See the chapterଓଡିଆ ବାଇବେଲ5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି । See the chapterପବିତ୍ର ବାଇବଲ (CL) NT (BSI)5 ଯୀଶୁ ପୁଣି କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।” See the chapter |