ଲୂକ ଲିଖିତ ସୁସମାଚାର 7:32 - ପବିତ୍ର ବାଇବଲ32 ସେମାନେ ବଜାରରେ, ବସିଥିବା ସେହି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି: ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ, କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଗୋଟିଏ ଶୋକଗୀତ ଗାଇଲୁ, କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’ See the chapterପବିତ୍ର ବାଇବଲ (Re-edited) - (BSI)32 ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି। See the chapterଓଡିଆ ବାଇବେଲ32 ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି । See the chapterପବିତ୍ର ବାଇବଲ (CL) NT (BSI)32 ସେମାନେ ବଜାରରେ ବସିଥିବା ପିଲାମାନଙ୍କ ପରି। ଗୋଟିଏ ଦଳ ଆଉ ଗୋଟିଏ ଦଳକୁ ଚିକ୍ରାର କରି କହନ୍ତି, “ଆମେ ତୁମ ପାଇଁ ବିବାହ ବାଦ୍ୟ ବଜାଇଲୁ, କିନ୍ତୁ ତୁମ୍ଭେମାନେ ନାଚିଲ ନାହିଁ। ଆମେ ବିଳାପର ଗୀତି ଗାଇଲୁ, କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ‘ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।’ See the chapter |