ଲୂକ ଲିଖିତ ସୁସମାଚାର 7:37 - ପବିତ୍ର ବାଇବଲ37 ସେହି ସମୟରେ ସେହି ନଗରରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣି ପାରିଲା ଯେ, ଯୀଶୁ ଫାରୂଶୀଙ୍କ ଘରେ ଖାଉଛନ୍ତି। ତେଣୁ ସେହି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ରରେ କିଛି ଅତର ଆଣିଲା। See the chapterପବିତ୍ର ବାଇବଲ (Re-edited) - (BSI)37 ଆଉ ଦେଖ, ସେହି ନଗରରେ ଜଣେ ପାପିଷ୍ଠା ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣିପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି, See the chapterଓଡିଆ ବାଇବେଲ37 ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି, See the chapterପବିତ୍ର ବାଇବଲ (CL) NT (BSI)37 ସେହି ସହରରେ ଜଣେ ଦୁଶ୍ଚରିତ୍ରା ସ୍ତ୍ରୀ ଲୋକ ଥିଲା। ସେ ଯେତେବେଳେ ଶୁଣି ପାରିଲା ଯେ ଯୀଶୁ ଫାରୁଶୀ ଗୃହରେ ଖାଉଛନ୍ତି, ସେ ଗୋଟିଏ ପଥର ଫରୁଆରେ ସୁଗନ୍ଧି ତୈଳ ନେଇ ଆସିଲା ଏବଂ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି, See the chapter |