ଲୂକ ଲିଖିତ ସୁସମାଚାର 7:7 - ପବିତ୍ର ବାଇବଲ7 କେବଳ ସେଇଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ଯିବାକୁ ନିଜକୁ ଯୋଗ୍ୟ ମନେ କରି ନ ଥିଲି। ଆପଣ କେବଳ ଆଦେଶ ଦିଅନ୍ତୁ ଓ ମୋର ଗ୍ଭକରଟି ଭଲ ହୋଇଯିବ। See the chapterପବିତ୍ର ବାଇବଲ (Re-edited) - (BSI)7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ମଣିଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। See the chapterଓଡିଆ ବାଇବେଲ7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ । See the chapterପବିତ୍ର ବାଇବଲ (CL) NT (BSI)7 କିମ୍ବା ମୁଁ ନିଜେ ଆପଣଙ୍କ ପାଖକୁ ଆସିବା ପାଇଁ ନିଜକୁ ଯୋଗ୍ୟ ମଣୁ ନାହିଁ। କେବଳ ଆଦେଶ କରନ୍ତୁ, ମୋର ଦାସ ସୁସ୍ଥ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। See the chapter |