ଲୂକ ଲିଖିତ ସୁସମାଚାର 8:16 - ପବିତ୍ର ବାଇବଲ16 “କେହି କେବେ ଦୀପଟିଏ ହାଣ୍ଡିତଳେ ଘୋଡ଼େଇ ରଖିବା ପାଇଁ ବା ଖଟ ତଳେ ଲୁଚେଇ ରଖିବା ପାଇଁ ଜଳେଇ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୂଖା ଉପରେ ରଖେ। ତାହାହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସେମାନେ ଦେଖି ପାରିବା ପାଇଁ ଯଥେଷ୍ଟ ଆଲୁଅ ପାଇବେ। See the chapterପବିତ୍ର ବାଇବଲ (Re-edited) - (BSI)16 କେହି ପ୍ରଦୀପ ଜାଳି ପାତ୍ର ଦ୍ଵାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ଵା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି। See the chapterଓଡିଆ ବାଇବେଲ16 କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି । See the chapterପବିତ୍ର ବାଇବଲ (CL) NT (BSI)16 “କେହି ଦୀପ ଜାଳି ତାକୁ ପାତ୍ର ତଳେ ଘୋଡ଼ାଇ ରଖେ ନାହିଁ, ଅବା ଖଟ ତଳେ ରଖେ ନାହିଁ; ସେ ତାକୁ ଦୀପରୁଖା ଉପରେ ରଖେ। ତାହାହେଲେ ଘର ଭିତରକୁ ଆସିବା ଲୋକେ ଆଲୁଅ ଦେଖିପାରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି। See the chapter |