ଲୂକ ଲିଖିତ ସୁସମାଚାର 8:31 - ପବିତ୍ର ବାଇବଲ31 ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)31 ପୁଣି, ସେ ଯେପରି ସେମାନଙ୍କୁ ରସାତଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ। See the chapterଓଡିଆ ବାଇବେଲ31 ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ । See the chapterପବିତ୍ର ବାଇବଲ (CL) NT (BSI)31 ସେମାନଙ୍କୁ ପାତାଳକୁ ନ ପଠାଇବା ପାଇଁ ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ। See the chapter |