ଲୂକ ଲିଖିତ ସୁସମାଚାର 8:32 - ପବିତ୍ର ବାଇବଲ32 ସେତେବେଳେ ସେହି ପାହାଡ଼ ଉପରେ ଏକ ବଡ଼ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଘୁଷୁରିମାନଙ୍କ ଦେହକୁ ଯିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସେମାନଙ୍କୁ ତାହା କରିବାକୁ ଅନୁମତି ଦେଇଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି ସେ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ। See the chapterଓଡିଆ ବାଇବେଲ32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ । See the chapterପବିତ୍ର ବାଇବଲ (CL) NT (BSI)32 ନିକଟସ୍ଥ ଏକ ପାହାଡ଼ ପାଖରେ ଗୋଟିଏ ବଡ଼ ଘୁଷୁରି ପଲ ଥିଲା। ଭୂତମାନେ ଘୁଷୁରି ପଲ ଭିତରକୁ ଯିବା ପାଇଁ ଯୀଶୁଙ୍କୁ ବିନତି କଲେ ଓ ସେ ସେମାନଙ୍କୁ ଅନୁମତି ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ। See the chapter |