ଲୂକ ଲିଖିତ ସୁସମାଚାର 8:46 - ପବିତ୍ର ବାଇବଲ46 କିନ୍ତୁ ଯୀଶୁ କହିଲେ, “ଜଣେ କେହି ମୋତେ ଛୁଇଁଛି। କାରଣ ମୋ'ଠାରୁ ଶକ୍ତି ବାହାରି ଯାଇଥିବା ମୁଁ ଅନୁଭବ କରିଛି।” See the chapterପବିତ୍ର ବାଇବଲ (Re-edited) - (BSI)46 କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଲା ବୋଲି ମୁଁ ଜାଣିଲି। See the chapterଓଡିଆ ବାଇବେଲ46 କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋ’ ଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି । See the chapterପବିତ୍ର ବାଇବଲ (CL) NT (BSI)46 କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋ’ଠାରୁ ଶକ୍ତି ନିର୍ଗତ ହେବା ମୁଁ ଜାଣିଲି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।” See the chapter |