ଲୂକ ଲିଖିତ ସୁସମାଚାର 8:47 - ପବିତ୍ର ବାଇବଲ47 ସ୍ତ୍ରୀ ଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିବ ନାହିଁ, ତେଣୁ ସେ ଥରି ଥରି ଆଗକୁ ଆସିଲା। ସେ ଯୀଶୁଙ୍କ ଆଗରେ ମୁଣ୍ଡ ନୁଆଇଲା। ସେ ଯୀଶୁଙ୍କୁ କାହିଁକି ଛୁଇଁଦେଲା, ସେଇ କଥା ସବୁ ଲୋକମାନଙ୍କ ଆଗରେ କହିଲା। ସେ କହିଲା ଯେ, ଯେତେବେଳେ ସେ ଯୀଶୁଙ୍କୁ ଛୁଇଁଦେଲା, ତତ୍କ୍ଷଣାତ୍ ସେ ସୁସ୍ଥ ହୋଇଗଲା। See the chapterପବିତ୍ର ବାଇବଲ (Re-edited) - (BSI)47 ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି, କିହେତୁରୁ ତାହାଙ୍କୁ ଛୁଇଁଲା, ପୁଣି କିପରି ତତ୍କ୍ଷଣାତ୍ ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା। See the chapterଓଡିଆ ବାଇବେଲ47 ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା । See the chapterପବିତ୍ର ବାଇବଲ (CL) NT (BSI)47 ସ୍ତ୍ରୀ ଲୋକଟି ଧରାପଡ଼ିଛି ବୋଲି ବୁଝିପାରି ଥରି ଥରି ଆସି ଯୀଶୁଙ୍କ ପାଦ ତଳେ ପଡ଼ିଗଲା। ସେ କାହିଁକି ତାଙ୍କୁ ଛୁଇଁଲା ଓ ସଙ୍ଗେ ସଙ୍ଗେ କିପରି ସୁସ୍ଥ ହେଲା, ସମସ୍ତଙ୍କ ସମ୍ମୁଖରେ ସବୁ କଥା କହିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା। See the chapter |