ଲୂକ ଲିଖିତ ସୁସମାଚାର 8:5 - ପବିତ୍ର ବାଇବଲ5 “ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ଜଣେ ବୁଣାଳି ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ। See the chapterଓଡିଆ ବାଇବେଲ5 ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳିହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ । See the chapterପବିତ୍ର ବାଇବଲ (CL) NT (BSI)5 “ଥରେ ଜଣେ ଲୋକ ବିହନ ବୁଣିବାକୁ ଗଲା। ସେ କ୍ଷେତରେ ବିହନ ବୁଣିବା ସମୟରେ କେତେକ ବାଟ କଡ଼ରେ ପଡ଼ିଲା। ସେଗୁଡ଼ିକ ପାଦରେ ଦଳି ହୋଇଗଲା ଓ ପକ୍ଷୀମାନେ ଖାଇଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ। See the chapter |