ଲୂକ ଲିଖିତ ସୁସମାଚାର 8:53 - ପବିତ୍ର ବାଇବଲ53 ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। କାରଣ ସେମାନେ ଜାଣିଥିଲେ ଯେ ଝିଅଟି ମରିଯାଇଛି। See the chapterପବିତ୍ର ବାଇବଲ (Re-edited) - (BSI)53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। See the chapterଓଡିଆ ବାଇବେଲ53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ । See the chapterପବିତ୍ର ବାଇବଲ (CL) NT (BSI)53 ତାଙ୍କ କଥାରେ ସେମାନେ ସମସ୍ତେ କିହଲେ, କାରଣ ଝିଅଟି ମରିଯାଇଛି ବୋଲି ସେମାନେ ଜାଣିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। See the chapter |