ଲୂକ ଲିଖିତ ସୁସମାଚାର 8:6 - ପବିତ୍ର ବାଇବଲ6 କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା। See the chapterପବିତ୍ର ବାଇବଲ (Re-edited) - (BSI)6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା। See the chapterଓଡିଆ ବାଇବେଲ6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା । See the chapterପବିତ୍ର ବାଇବଲ (CL) NT (BSI)6 କେତେକ ପଥୁରିଆ ଭୂଇଁରେ ପଡ଼ିଲା ଓ ଯେତେବେଳେ ଚାରା ଗଛ ହେଲା, ସେଗୁଡ଼ିକ ପାଣି ନ ପାଇ ଶୁଖିଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା। See the chapter |