ଲୂକ ଲିଖିତ ସୁସମାଚାର 9:11 - ପବିତ୍ର ବାଇବଲ11 କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସେମାନେ ତାହାଙ୍କର ଅନୁସରଣ କଲେ। ଯୀଶୁ ସେମାନଙ୍କୁ ସ୍ୱାଗତ କଲେ ଏବଂ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ। See the chapterପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଶ୍ଚାଦ୍ଗମନ କଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ଵରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ପ୍ରୟୋଜନ ଥିଲା, ସେମାନଙ୍କୁ ସୁସ୍ଥ କଲେ। See the chapterଓଡିଆ ବାଇବେଲ11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ୱରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ । See the chapterପବିତ୍ର ବାଇବଲ (CL) NT (BSI)11 କିନ୍ତୁ ଯେତେବେଳେ ଜନତା ଏ ବିଷୟରେ ଶୁଣିଲେ, ସେମାନେ ତାଙ୍କ ପଛରେ ଗଲେ। ସେ ସେମାନଙ୍କୁ ସ୍ୱାଗତ ଜଣାଇଲେ, ଈଶ୍ୱରଙ୍କ ରାଜ୍ୟ ବିଷୟରେ ସେମାନଙ୍କୁ କହିଲେ ଓ ଯେଉଁମାନଙ୍କ ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ। See the chapter |