ଲୂକ ଲିଖିତ ସୁସମାଚାର 9:17 - ପବିତ୍ର ବାଇବଲ17 ସବୁ ଲୋକ ଖାଇଲେ ଓ ତୃପ୍ତ ହୋଇଗଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ୟମାନେ ବାରଟି ଟୋକେଇରେ ଭର୍ତ୍ତି କଲେ। See the chapterପବିତ୍ର ବାଇବଲ (Re-edited) - (BSI)17 ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକାଇ ଭଙ୍ଗା ଖଣ୍ତ ଉଠାଇନେଲେ। See the chapterଓଡିଆ ବାଇବେଲ17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଲେ । See the chapterପବିତ୍ର ବାଇବଲ (CL) NT (BSI)17 ସେମାନେ ସମସ୍ତେ ଖାଇ ତୃପ୍ତ ହେଲେ ଓ ଶିଷ୍ୟମାନେ ବାର ଟୋକେଇ ବଳକା ଖାଦ୍ୟ ସଂଗ୍ରହ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ। See the chapter |