ଲୂକ ଲିଖିତ ସୁସମାଚାର 9:19 - ପବିତ୍ର ବାଇବଲ19 ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତେକ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତେକ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ୟଦ୍ବକ୍ତା।” See the chapterପବିତ୍ର ବାଇବଲ (Re-edited) - (BSI)19 ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହୋଇଅଛନ୍ତି। See the chapterଓଡିଆ ବାଇବେଲ19 ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲିୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)19 ସେମାନେ ଉତ୍ତର ଦେଲେ, “କେହି କେହି କହନ୍ତି, ଆପଣ ଦ୍ରାକ୍ଷାଲତା ଯୋହନ; ଅନ୍ୟମାନେ କହନ୍ତି, ଆପଣ ଏଲିୟ; ଆଉ ଅନ୍ୟମାନେ କହନ୍ତି ଯେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ଜୀବନ ଲାଭ କରିଛନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି। See the chapter |