ଲୂକ ଲିଖିତ ସୁସମାଚାର 9:29 - ପବିତ୍ର ବାଇବଲ29 ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହୋଇଗଲା। See the chapterପବିତ୍ର ବାଇବଲ (Re-edited) - (BSI)29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଶୁଭ୍ରବର୍ଣ୍ଣ ଓ ଅତ୍ୟ; ଉଜ୍ଜ୍ଵଳ ହେଲା। See the chapterଓଡିଆ ବାଇବେଲ29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା । See the chapterପବିତ୍ର ବାଇବଲ (CL) NT (BSI)29 ସେ ପ୍ରାର୍ଥନା କରୁଥିବାବେଳେ, ତାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଓ ତାଙ୍କର ବସ୍ତ୍ର ଉଜ୍ଜ୍ୱଳ ଓ ଶୁଭ୍ର ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା। See the chapter |