ଲୂକ ଲିଖିତ ସୁସମାଚାର 9:36 - ପବିତ୍ର ବାଇବଲ36 ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେସମୟରେ କାହାକୁ କହିଲେ ନାହିଁ। See the chapterଓଡିଆ ବାଇବେଲ36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)36 ବାଣୀ ଉଚ୍ଚାରିତ ହେବା ପରେ ଯୀଶୁ ସେଠାରେ ଏକାକୀ ଥିବାର ଦେଖାଗଲା। ଶିଷ୍ୟମାନେ ଏସବୁ ବିଷୟରେ ନୀରବ ରହିଲେ। ସେମାନେ ଦେଖିଥିବା ବିଷୟ କାହାକୁ କହିଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ। See the chapter |