Online Bible

- Advertisements -




ଲୂକ ଲିଖିତ ସୁସମାଚାର 9:37 - ପବିତ୍ର ବାଇବଲ

37 ତା’ ପରଦିନ ଯୀଶୁ, ପିତର, ଯୋହନ ଓ ଯାକୁବ ପର୍ବତ ଉପରୁ ତଳକୁ ଓହ୍ଲାଇ ଆସିଲେ। ବହୁ ସଂଖ୍ୟାରେ ଲୋକେ ଆସି ଯୀଶୁଙ୍କୁ ଭେଟିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

37 ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ।

See the chapter Copy

ଓଡିଆ ବାଇବେଲ

37 ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

37 ତହିଁ ଆରଦିନ ଯୀଶୁ ଓ ତିନି ଜଣ ଶିଷ୍ୟ ପାହାଡ଼ରୁ ଓହ୍ଲାଇ ଆସିବାବେଳେ ବିରାଟ ଜନତା ଯୀଶୁଙ୍କୁ ଭେଟିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ।

See the chapter Copy




ଲୂକ ଲିଖିତ ସୁସମାଚାର 9:37

Follow us:

Advertisements


Advertisements