ଲୂକ ଲିଖିତ ସୁସମାଚାର 9:47 - ପବିତ୍ର ବାଇବଲ47 ଯୀଶୁ ସେମାନଙ୍କର ମନଭାବ ଜାଣିଗଲେ। ତେଣୁ ସେ ଗୋଟିଏ ଛୋଟ ପିଲାକୁ ନିଜ ପାଖରେ ଠିଆ କରାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)47 କିନ୍ତୁ ଯୀଶୁ ସେମାନଙ୍କୁ ମନର ତର୍କବିତର୍କ ଜ୍ଞାତ ହୋଇ ଗୋଟିଏ ସାନ ପିଲାକୁ ଘେନି ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ, See the chapterଓଡିଆ ବାଇବେଲ47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ, See the chapterପବିତ୍ର ବାଇବଲ (CL) NT (BSI)47 ସେମାନେ କ’ଣ ଚିନ୍ତା କରୁଥିଲେ, ଯୀଶୁ ତାହା ଜାଣିପାରି ଗୋଟିଏ ଶିଶୁକୁ ନେଇ ତାକୁ ପାଖରେ ଛିଡ଼ା କରାଇଲେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ, See the chapter |