Online Bible

- Advertisements -




ଲୂକ ଲିଖିତ ସୁସମାଚାର 9:54 - ପବିତ୍ର ବାଇବଲ

54 ଯୀଶୁଙ୍କ ଶିଷ୍ୟ ଯାକୁବ ଓ ଯୋହନ ଏହା ଦେଖିଲେ। ସେମାନେ କହିଲେ, “ପ୍ରଭୁ ସ୍ୱର୍ଗରୁ ଅଗ୍ନି ବର୍ଷା କରି ସେମାନଙ୍କୁ ଧ୍ୱଂସ କରିଦେବା ପାଇଁ ଆମ୍ଭେ ଆଦେଶ ଦେବୁ ବୋଲି କ’ଣ ଆପଣ ଗ୍ଭହୁଁଛନ୍ତି?”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

54 ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୋ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରିଁ ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?

See the chapter Copy

ଓଡିଆ ବାଇବେଲ

54 ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲିୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କ'ଣ ଆପଣଙ୍କର ଇଚ୍ଛା ?

See the chapter Copy

ପବିତ୍ର ବାଇବଲ (CL) NT (BSI)

54 ଏହା ଦେଖି ଯାକୁବ ଓ ଯୋହନ ଏହି ଦୁଇ ଶିଷ୍ୟ କହିଲେ - “ପ୍ରଭୁ, ଏମାନଙ୍କୁ ଧ୍ୱଂସ କରିବା ପାଇଁ ଆକାଶରୁ ଅଗ୍ନି ବୃଷ୍ଟି କରାଇବା - ଏହା ଆପଣ ଚାହାନ୍ତି କି?”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?

See the chapter Copy




ଲୂକ ଲିଖିତ ସୁସମାଚାର 9:54

Follow us:

Advertisements


Advertisements