ମଲାଖୀ 1:7 - ପବିତ୍ର ବାଇବଲ7 ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦି ଉପରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ। “ତଥାପି ତୁମ୍ଭେମାନେ କହୁଛ, ‘ଆମ୍ଭେମାନେ କ’ଣ ଖାଦ୍ୟକୁ ଅଶୁଚି କରୁଛୁ?’ ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦିକୁ ଅସମ୍ମାନ କରୁଛ। See the chapterପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେମାନେ ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୋଟୀ ଉତ୍ସର୍ଗ କରୁଅଛ, ତଥାପି କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ। See the chapterଓଡିଆ ବାଇବେଲ7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ। See the chapter |