ମଲାଖୀ 3:10 - ପବିତ୍ର ବାଇବଲ10 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କ ଦ୍ରବ୍ୟର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ଯଦ୍ଦ୍ୱାରା କି ତୁମ୍ଭର ଗୃହରେ ଯଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭେମାନେ ଏହି କାର୍ଯ୍ୟ କର, ଆମ୍ଭେ ଆକାଶର ଝରକାସବୁ ଖୋଲିଦେବା ଏବଂ ତୁମ୍ଭ ଉପରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରତ୍ୟେକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭେମାନେ ଲାଭ କରିବ। See the chapterପବିତ୍ର ବାଇବଲ (Re-edited) - (BSI)10 ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ତାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ଵାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିାଁ, ଏତଦ୍ ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ। See the chapterଓଡିଆ ବାଇବେଲ10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ, See the chapter |