ମଲାଖୀ 3:18 - ପବିତ୍ର ବାଇବଲ18 ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ। See the chapterପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ତୁମ୍ଭେମାନେ ଫେରି ଆସିବ, ଆଉ ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ଵରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ। See the chapterଓଡିଆ ବାଇବେଲ18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ। See the chapter |