ମାଥିଉ 1:22 - ପବିତ୍ର ବାଇବଲ22 ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା। See the chapterପବିତ୍ର ବାଇବଲ (Re-edited) - (BSI)22 ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା, See the chapterଓଡିଆ ବାଇବେଲ22 ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏସମସ୍ତ ଘଟିଲା, See the chapterପବିତ୍ର ବାଇବଲ (CL) NT (BSI)22 ଈଶ୍ୱର ଜଣେ ଭାବବାଦୀଙ୍କ ଦ୍ୱାରା ଯେଉଁ ଭବିଷ୍ୟବାଣୀ ଶୁଣାଇଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା, See the chapter |