ମାଥିଉ 10:35 - ପବିତ୍ର ବାଇବଲ35 ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି: ‘ପୁଅ ତା’ ବାପା ବିରୁଦ୍ଧରେ, ଝିଅ ତା’ ମା ବିରୁଦ୍ଧରେ ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ। See the chapterପବିତ୍ର ବାଇବଲ (Re-edited) - (BSI)35 କାରଣ ମୁଁ ପିତା ସହିତ ପୁତ୍ରର ଓ ମାତା ସହିତ କନ୍ୟାର, ପୁଣି ଶାଶୁ ସହିତ ବୋହୁର ବିରୋଧ ଘଟାଇବାକୁ ଆସିଅଛି, See the chapterଓଡିଆ ବାଇବେଲ35 କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି, See the chapterପବିତ୍ର ବାଇବଲ (CL) NT (BSI)35 ମୋ’ ଲାଘି ପୁଅ ବାପାର କରିବ, ଝିଅ ମାଆର ବିରୋଧ କରିବ ଏବଂ ଶାଶୁ ବିରୁଦ୍ଧରେ ବୋହୁ ବାହାରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି, See the chapter |