ମାଥିଉ 10:4 - ପବିତ୍ର ବାଇବଲ4 ଉଦ୍ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା। See the chapterପବିତ୍ର ବାଇବଲ (Re-edited) - (BSI)4 କିଣାନୀୟ ଶିମୋନ ଓ ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା। See the chapterଓଡିଆ ବାଇବେଲ4 କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା । See the chapterପବିତ୍ର ବାଇବଲ (CL) NT (BSI)4 ଦେଶପ୍ରେମୀ ଶିମୋନ ଓ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିବା ଇଷକୋରିୟଥ୍ ଯିହୁଦା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। See the chapter |