Online Bible

- Advertisements -




ମାଥିଉ 10:40 - ପବିତ୍ର ବାଇବଲ

40 “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

See the chapter Copy

ଓଡିଆ ବାଇବେଲ

40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

40 “ଯିଏ ତୁମ୍ଭମାନଙ୍କୁ ସ୍ୱାଗତ କରେ, ସେ ମୋ’ ପ୍ରତି ତାହା କରେ ଏବଂ ଯିଏ ମୋର ସ୍ୱାଗତ କରେ, ସେ ମୋ’ ପ୍ରେରଣକାରୀଙ୍କ ପ୍ରତି ତାହା କରେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 “ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

See the chapter Copy




ମାଥିଉ 10:40

Follow us:

Advertisements


Advertisements