ମାଥିଉ 12:2 - ପବିତ୍ର ବାଇବଲ2 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, “ଦେଖ, ତୁମ୍ଭର ଶିଷ୍ୟମାନେ ବିଶ୍ରାମ ଦିବସରେ ଏଭଳି ଯାହା କରୁଛନ୍ତି, ତାହା ମୋଶାଙ୍କ ବ୍ୟବସ୍ଥାର ବିରୋଧୀ।” See the chapterପବିତ୍ର ବାଇବଲ (Re-edited) - (BSI)2 କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି। See the chapterଓଡିଆ ବାଇବେଲ2 କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)2 ଫାରୁଶୀମାନେ ଏହା ଦେଖି ଲୋକମାନଙ୍କୁ କହିଲେ, “ଦେଖ, ବିଶ୍ରାମ ବାରରେ ତୁମ ଶିଷ୍ୟମାନେ କିପରି ଶାସ୍ତ୍ରବିରୁଦ୍ଧ କାର୍ଯ୍ୟ କରୁଛନ୍ତି?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି। See the chapter |