ମାଥିଉ 12:5 - ପବିତ୍ର ବାଇବଲ5 ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାରେ କ’ଣ ପଢ଼ି ନାହଁ ଯେ ବିଶ୍ରାମ ଦିବସରେ ଯାଜକମାନେ ପ୍ରଭୁଙ୍କ ମନ୍ଦିରରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣାରେ ତାହାଙ୍କର କେହି କିଛି ଦୋଷ ଧରନ୍ତି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)5 କିମ୍ଵା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ? See the chapterଓଡିଆ ବାଇବେଲ5 କିମ୍ବା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଶ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କ'ଣ ଏହା ପାଠ କରି ନାହଁ ? See the chapterପବିତ୍ର ବାଇବଲ (CL) NT (BSI)5 ତୁମ୍ଭେମାନେ କ’ଣ କଢ଼ି ନାହିଁ? ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ପୁରୋହିତମାନେ ବିଶ୍ରାମ ବାରରେ ମନ୍ଦିର ଭିତରେ ପୌରୋହିତ୍ୟ କରିବା ଦ୍ୱାରା ବିଶ୍ରାମବାର ନିୟମ ଲଘଂନ କରୁଥିଲେ ସୁଦ୍ଧା ସେଥିପାଇଁ ସେମମାନେ ଦୋଷୀ ବିବେଚିତ ହୁଅନ୍ତି ନାହିଁ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ? See the chapter |