Online Bible

- Advertisements -




ମାଥିଉ 14:7 - ପବିତ୍ର ବାଇବଲ

7 ତେଣୁ ସେ ଶପଥ ପୂର୍ବକ ହେରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, “ତୁମ୍ଭେ ଯାହାକିଛି ମାଗିବ, ତାହା ତୁମ୍ଭକୁ ଦିଆଯିବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।

See the chapter Copy

ଓଡିଆ ବାଇବେଲ

7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

7 ତା’ ଉପରେ ପ୍ରୀତ ହୋଇ ହେରୋଦ ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରି କହୁଛି, ତୁ ଯାହା ମାଗିବୁ, ମୁଁ ତୋତେ ଦେବୁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।

See the chapter Copy




ମାଥିଉ 14:7

Follow us:

Advertisements


Advertisements