ମାଥିଉ 15:7 - ପବିତ୍ର ବାଇବଲ7 ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠିକ୍ ଭାବରେ ଏହି ଭବିଷ୍ୟଦ୍ବାଣୀ କହିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଏହି ଭାବବାଣୀ କହିଅଛନ୍ତି, See the chapterଓଡିଆ ବାଇବେଲ7 ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି, See the chapterପବିତ୍ର ବାଇବଲ (CL) NT (BSI)7 ଆରେ ଛଳ ଧାର୍ମିକ ଦଳ, ତୁମ୍ଭମାନଙ୍କ ସମ୍ପର୍କରେ ଯିଶାଇୟଙ୍କ ଭବିଷ୍ୟବାଣୀ କେଡ଼େ ଯଥାର୍ଥ: See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି, See the chapter |