Online Bible

- Advertisements -




ମାଥିଉ 16:2 - ପବିତ୍ର ବାଇବଲ

2 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ, କାରଣ ଆକାଶ ଲାଲ ହୋଇଅଛି।

See the chapter Copy

ଓଡିଆ ବାଇବେଲ

2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

2 କିନ୍ତୁ ଯୀଶୁ ଉତ୍ତର ଦେଲେ, “ସନ୍ଧ୍ୟାବେଳେ ଆକାଶ ଲାଲ ଦେଖାଗଲେ ପାଗ ଭଲ ହେବ ବୋଲି ତୁମେ କହିଥାଅ,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’

See the chapter Copy




ମାଥିଉ 16:2

Follow us:

Advertisements


Advertisements