Online Bible

- Advertisements -




ମାଥିଉ 16:5 - ପବିତ୍ର ବାଇବଲ

5 ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୋଟୀ ନେବାକୁ ପାସୋରି ଯାଇଅଛନ୍ତି।

See the chapter Copy

ଓଡିଆ ବାଇବେଲ

5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

5 ଶିଷ୍ୟମାନେ ହ୍ରଦ ଆରପାରିକୁ ଯିବା ସମୟରେ ରୋଟୀ ନେବକୁ ଭୁଲି ଯାଇଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି।

See the chapter Copy




ମାଥିଉ 16:5

Follow us:

Advertisements


Advertisements