ମାଥିଉ 17:4 - ପବିତ୍ର ବାଇବଲ4 ଏହା ଦେଖି ପିତର ଯୀଶୁଙ୍କୁ କହିଲେ, “ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠାରେ ଅଛୁ। ଆପଣ ଗ୍ଭହିଁଲେ ମୁଁ ଏଠାରେ ତିନୋଟି ତମ୍ବୁ ଟାଣି ଦେବି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” See the chapterପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। See the chapterଓଡିଆ ବାଇବେଲ4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ । See the chapterପବିତ୍ର ବାଇବଲ (CL) NT (BSI)4 ପିତର ଯୀଶୁଙ୍କୁ କହିଲେ, “କେଡ଼େ’ ସୁଖର କଥା, ଆଜି ଆମେ ଏଠାରେ ଅଛୁ। ଆପଣ ଯଦି ଇଚ୍ଛାକରନ୍ତୁି, ଏଠାରେ ମୁଁ ତିନୋଟି କୁଟୀର ନିର୍ମାଣ କରିବି। ଗୋଟିଏ ଆପଣଙ୍କ ପାଇଁ, ଅନ୍ୟ ଦୁଇଟି ମୋଶା ଓ ଏଲିୟଙ୍କ ପାଇଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। See the chapter |