Online Bible

- Advertisements -




ମାଥିଉ 18:33 - ପବିତ୍ର ବାଇବଲ

33 ମୁଁ ତୋତେ ଯେଉଁଭଳି ଦୟା ଦେଖାଇଥିଲି, ତୁ କ’ଣ ତୋର ସଙ୍ଗୀ ଗ୍ଭକରକୁ ସେହିଭଳି ଦୟା ଦେଖାଇ ନ ଥା’ନ୍ତୁ?’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ ଦୟା କରିବା କି ତୋର କର୍ତ୍ତବ୍ୟ ନ ଥିଲା?

See the chapter Copy

ଓଡିଆ ବାଇବେଲ

33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା ?

See the chapter Copy

ପବିତ୍ର ବାଇବଲ (CL) NT (BSI)

33 ମୁଁ ଯେପରି ତୋ’ ପ୍ରତି ଦୟା ଦେଖାଇଲି, ତୋର ସହକର୍ମୀକୁ ମଧ୍ୟ ସେପରି ଦୟା କରିବା ତୋର ଉଚିତ୍ ଥିଲା।’

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’

See the chapter Copy




ମାଥିଉ 18:33

Follow us:

Advertisements


Advertisements