Online Bible

- Advertisements -




ମାଥିଉ 19:3 - ପବିତ୍ର ବାଇବଲ

3 କେତେକ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଜଣେ ପୁରୁଷ କୌଣସି କାରଣରୁ ତା'ର ସ୍ତ୍ରୀକୁ ଛାଡ଼ି ଦେବା ନ୍ୟାୟସଙ୍ଗତ କି?”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀକି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?

See the chapter Copy

ଓଡିଆ ବାଇବେଲ

3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କ'ଣ ନ୍ୟାୟସଙ୍ଗତ ?

See the chapter Copy

ପବିତ୍ର ବାଇବଲ (CL) NT (BSI)

3 କେତେଜଣ ଫାରୁଶୀ ତାଙ୍କ ନିକଟକୁ ଆସି ତାଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ। ସେମାନେ ତାଙ୍କୁ ପଚାରିଲେ, “ଆମ ଧର୍ମର ବ୍ୟବସ୍ଥା ଅନୁଯାୟୀ ଜଣେ ଯେ କୌଣସି କାରଣରୁ ତା’ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ କି?”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?

See the chapter Copy




ମାଥିଉ 19:3

Follow us:

Advertisements


Advertisements