ମାଥିଉ 19:9 - ପବିତ୍ର ବାଇବଲ9 ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟଜଣେ ସ୍ତ୍ରୀଲୋକକୁ ବିବାହ କରେ, ତେବେ ସେ ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହୁଏ। ଯଦି ପ୍ରଥମ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ଯୌନ-ସମ୍ପର୍କ ରହିଥାଏ, ସେହି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପୁଣି ଥରେ ବିବାହ କରି ପାରିବ।” See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ। See the chapterଓଡିଆ ବାଇବେଲ9 ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ । See the chapterପବିତ୍ର ବାଇବଲ (CL) NT (BSI)9 “ସୁତରାଂ ମୁଁ ତୁମକୁ କହୁଛି ଯେ, କେହି ତା’ ସ୍ତ୍ରୀକୁ ବ୍ୟଭିଚାର ଅପରାଧ ଛଡ଼ା ଅନ୍ୟ କୌଣସି କାରଣରୁ ଛାଡ଼ପତ୍ର ଦେଇ ଅନ୍ୟ ସ୍ତ୍ରୀକୁ ବିବାହ କରେ, ସେ ନିଜେ ବ୍ୟଭିଚାରୀ ହେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।” See the chapter |