ମାଥିଉ 2:1 - ପବିତ୍ର ବାଇବଲ1 ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେଥ୍ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ଣପରେ, ଦେଖ, ପୂର୍ବଦେଶର କେତେକ ପଣ୍ତିତ ଯିରୂଶାଲମକୁ ଆସି କହିଲେ, See the chapterଓଡିଆ ବାଇବେଲ1 ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ, See the chapterପବିତ୍ର ବାଇବଲ (CL) NT (BSI)1 ହେରୋଦଙ୍କ ରାଜତ୍ୱ ସମୟରେ ଇହୁଦା ପ୍ରଦେଶର ବେଥ୍ଲେହିମ ସହରରେ ଯୀଶୁ ଜନ୍ମ ଗ୍ରହଣ କଲେ। ଏହାର ଅଳ୍ପ ସମୟ ପରେ ପୂର୍ବ ଦେଶରେ କେତେଜଣ ଜ୍ୟୋତିର୍ବିଦ ଯିରୂଶାଲମକୁ ଆସି ପଚାରିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, See the chapter |