Online Bible

- Advertisements -




ମାଥିଉ 2:11 - ପବିତ୍ର ବାଇବଲ

11 ସେମାନେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସେମାନେ ଶିଶୁ ପାଇଁ ଆଣିଥିବା ଉପହାର ପେଡ଼ିଟି ଖୋଲିଲେ। ସେମାନେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଗୃହ ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖିଲେ ଓ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି ଆପଣା ଆପଣା ପେଡ଼ି ଫିଟାଇ ସୁନା, କୁନ୍ଦୁରୁ ଓ ଗନ୍ଧରସ ତାହାଙ୍କୁ ଦର୍ଶନୀ ଦେଲେ।

See the chapter Copy

ଓଡିଆ ବାଇବେଲ

11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

11 ସେମାନେ ସେହି ଗୃହ ଭିତରେ ପ୍ରବେଶ କଲେ ଏବଂ ଶିଶୁକୁ ମାତା ମରିୟଙ୍କ କୋଳରେ ଦେଖି ଜାନୁପାତପୂର୍ବକ ତାଙ୍କୁ ଆରାଧନା କଲେ ଓ ସଙ୍ଗରେ ଆଣିଥିବା ସୁବର୍ଣ୍ଣ, କୁନ୍ଦୁରୁ ଓ ସୁଗନ୍ଧ ରସ ବାହାର କରି ତାଙ୍କୁ ଉପହାର ଦେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।

See the chapter Copy




ମାଥିଉ 2:11

Follow us:

Advertisements


Advertisements