Online Bible

- Advertisements -




ମାଥିଉ 2:13 - ପବିତ୍ର ବାଇବଲ

13 ପଣ୍ଡିତମାନେ ଗ୍ଭଲିଯିବାପରେ ପରମେଶ୍ୱରଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁଟିକୁ ଓ ତା’ ମାଙ୍କୁ ନେଇ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ। କାରଣ ହେରୋଦ ତାହାକୁ ମାରିଦେବା ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖୋଜିବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ପ୍ରସ୍ଥାନ କଲା ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଅ, ପୁଣି ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ଵେଷଣ କରିବାକୁ ଉଦ୍ୟତ।

See the chapter Copy

ଓଡିଆ ବାଇବେଲ

13 ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।"

See the chapter Copy

ପବିତ୍ର ବାଇବଲ (CL) NT (BSI)

13 ସେମାନେ ଚାଲି ଗଲାପରେ ଈଶ୍ୱରଙ୍କ ଦୂତ ଯୋସେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, “ହେରୋଦ ଶିଶୁଙ୍କୁ ହତ୍ୟା କରିବା ପାଇଁ ଅନ୍ୱେଷଣ କରିବ। ତେଣୁ ଉଠ, ଶିଶୁଙ୍କୁ ଓ ତାଙ୍କ ମାତାଙ୍କୁ ନେଇ ମିସର ଦେଶକୁ ପଳାଇ ଯାଅ। ସେ ସ୍ଥାନ ଛାଡ଼ିବାକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”

See the chapter Copy




ମାଥିଉ 2:13

Follow us:

Advertisements


Advertisements