Online Bible

- Advertisements -




ମାଥିଉ 2:18 - ପବିତ୍ର ବାଇବଲ

18 “ରାମାରେ ଏକ ଦୁଃଖଭରା ସ୍ୱର ଶୁଣାଗଲା। ତାହା ରୋଦନ ଓ ଅତିଶୟ ବିଳାପର ସ୍ୱର ଥିଲା। ରାହେଲ ତା’ ପିଲାମାନଙ୍କ ପାଇଁ କାନ୍ଦୁଥିଲା। କେହିହେଲେ ତାକୁ ସାନ୍ତ୍ୱନା ଦେଇ ପାରିବେନି। କାରଣ ତା'ର ପିଲାମାନେ ମରିଯାଇଥିଲେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ରାମାରେ ସ୍ଵର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ, ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ଵନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।

See the chapter Copy

ଓଡିଆ ବାଇବେଲ

18 "ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାଁନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ ।"

See the chapter Copy

ପବିତ୍ର ବାଇବଲ (CL) NT (BSI)

18 “ରାମାରେ ଚିକ୍ରାର ଶୁଭୁଛି ତାହା ବିକଳ କାନ୍ଦଣାର ସ୍ୱର ରାହେଲ ତା’ ପିଲାମାନଙ୍କ ପାଇଁ କାନ୍ଦୁଛି; ତାକୁ କୌଣସି ଭାଷାରେ ସାନ୍ତ୍ୱନା ଦେଇ ହେଉ ନାହିଁ, କାରଣ ସେମାନେ ସମସ୍ତେ ମୃତ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”

See the chapter Copy




ମାଥିଉ 2:18

Follow us:

Advertisements


Advertisements