Online Bible

- Advertisements -




ମାଥିଉ 2:20 - ପବିତ୍ର ବାଇବଲ

20 ଦୂତ କହିଲେ, “ଉଠ, ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦେବାକୁ ଚେଷ୍ଟା କରୁଥିଲେ, ସେମାନେ ଏବେ ମରିଗଲେଣି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଗମନ କର, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ ସେମାନଙ୍କର ମୃତ୍ୟୁ ଘଟିଅଛି।

See the chapter Copy

ଓଡିଆ ବାଇବେଲ

20 "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି ।"

See the chapter Copy

ପବିତ୍ର ବାଇବଲ (CL) NT (BSI)

20 “ଉଠ, ଶିଶୁଙ୍କୁ ଓ ତାଙ୍କ ମାଆଙ୍କୁ ନେଇ ଇଶ୍ରାୟେଲ ଦେଶକୁ ଫେରିଯାଅ। କାରଣ ଯେଉଁମାନେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସମସ୍ତେ ମୃତ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।”

See the chapter Copy




ମାଥିଉ 2:20

Follow us:

Advertisements


Advertisements