Online Bible

- Advertisements -




ମାଥିଉ 2:8 - ପବିତ୍ର ବାଇବଲ

8 ହେରୋଦ ସେମାନଙ୍କୁ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ପଠାଇଲେ ଓ କହିଲେ, “ତୁମ୍ଭେମାନେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଯାଇ ଶିଶୁଟି ବିଷୟରେ ଯତ୍ନ ଭାବରେ ଖୋଜ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତେବେ ମୋତେ ଜଣାଅ, ତା'ପରେ ମୁଁ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ଵନ୍ଧରେ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲା କ୍ଷଣି ଆମ୍ଭକୁ ସମ୍ଵାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।

See the chapter Copy

ଓଡିଆ ବାଇବେଲ

8 ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, "ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।"

See the chapter Copy

ପବିତ୍ର ବାଇବଲ (CL) NT (BSI)

8 ତା’ପରେ ସେମାନଙ୍କୁ ବେଥ୍ଲେହିମ ସହରକୁ ପଠାଇ କହିଲେ, “ଯାଅ, ସେହି ଶିଶୁଙ୍କୁ ଭଲ କରି ଖୋଜ ଏବଂ ତାଙ୍କୁ ପାଇଲେ ମୋତେ ଜଣାଅ, ମୁଁ ମଧ୍ୟ ଯାଇ ତାଙ୍କୁ ପୂଜା କରିବି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”

See the chapter Copy




ମାଥିଉ 2:8

Follow us:

Advertisements


Advertisements