Online Bible

- Advertisements -




ମାଥିଉ 21:2 - ପବିତ୍ର ବାଇବଲ

2 ଯୀଶୁ ଦୁଇଜଣ ଶିଷ୍ୟଙ୍କୁ ଗାଁକୁ ପଠାଇଲେ। ସେ କହିଲେ, “ତୁମ୍ଭେ ଠିକ୍ ସାମନାରେ ଥିବା ଗାଁକୁ ଯାଅ। ସେଠାରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହୋଇଥିବାର ଦେଖିବ। ତା’ ସହିତ ଗୋଟିଏ ଗଧଛୁଆ ମଧ୍ୟ ସେଠାରେ ଥିବ। ସେମାନଙ୍କୁ ଖୋଲିଦେବ, ଓ ସେମାନଙ୍କୁ ମୋ’ ପାଖକୁ ନେଇ ଆସିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ର ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋʼ ନିକଟକୁ ଘେନିଆସ।

See the chapter Copy

ଓଡିଆ ବାଇବେଲ

2 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

2 ଦୁଇଜଣ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ଯୀଶୁ କହିଲେ, “ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ। ସେଠାରେ ପହଞ୍ଚିବାକ୍ଷଣି ଦେଖିବ, ଗୋଟିଏ ଗଧ ବନ୍ଧା ହୋଇଛି ଓ ତା’ ପାଖରେ ତା’ ଛୁଆଟି ଅଛି। ସେମାନଙ୍କୁ ଫିଟାଇ ମୋ’ ପାଖକୁ ନେଇ ଆସ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।

See the chapter Copy




ମାଥିଉ 21:2

Follow us:

Advertisements


Advertisements