Online Bible

- Advertisements -




ମାଥିଉ 22:2 - ପବିତ୍ର ବାଇବଲ

2 ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ସ୍ଵର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,

See the chapter Copy

ଓଡିଆ ବାଇବେଲ

2 ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,

See the chapter Copy

ପବିତ୍ର ବାଇବଲ (CL) NT (BSI)

2 “ଈଶ୍ୱରଙ୍କ ରାଜ୍ୟ କିପରି, ତା’ର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଏକଦା ଜଣେ ରାଜା ରାଜକୁମାରଙ୍କର ବିବାହ ଭୋଜି ଆୟୋଜନ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,

See the chapter Copy




ମାଥିଉ 22:2

Follow us:

Advertisements


Advertisements