ମାଥିଉ 22:23 - ପବିତ୍ର ବାଇବଲ23 ସେହି ଦିନ କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ। See the chapterପବିତ୍ର ବାଇବଲ (Re-edited) - (BSI)23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ନିକଟକୁ ଆସି ପଚାରିଲେ, See the chapterଓଡିଆ ବାଇବେଲ23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ, See the chapterପବିତ୍ର ବାଇବଲ (CL) NT (BSI)23 ସେଦିନ ସାଦ୍ଦୁକୀ ଦଳର କେତେ ଜଣ ଯୀଶୁଙ୍କ ନିକଟକୁ ଆସିଲେ। ସାଦ୍ଦୁକୀମାନେ ବିଶ୍ୱାସ କରୁଥିଲେ ଯେ, ଆଉ ପୁନରୁତ୍ଥାନ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ, See the chapter |