ମାଥିଉ 22:29 - ପବିତ୍ର ବାଇବଲ29 ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ। See the chapterପବିତ୍ର ବାଇବଲ (Re-edited) - (BSI)29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ। See the chapterଓଡିଆ ବାଇବେଲ29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ । See the chapterପବିତ୍ର ବାଇବଲ (CL) NT (BSI)29 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କେଡ଼େ ଭ୍ରାନ୍ତ! ଶାସ୍ତ୍ର ବା ଈଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କର ସଠିକ୍ ଧାରଣା ନ ଥିବାରୁ ଏକଥା ପଚାରୁଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ। See the chapter |