Online Bible

- Advertisements -




ମାଥିଉ 22:39 - ପବିତ୍ର ବାଇବଲ

39 ଦ୍ୱିତୀୟ ‘ଆଦେଶଟି ମଧ୍ୟ ପ୍ରଥମ ଆଦେଶ ଭଳି। ତାହା ହେଉଛି: ‘ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ୟ ସେହିପରି ଭଲ ପାଅ।’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

39 ଦ୍ଵିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର।

See the chapter Copy

ଓଡିଆ ବାଇବେଲ

39 ଦ୍ୱିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।

See the chapter Copy

ପବିତ୍ର ବାଇବଲ (CL) NT (BSI)

39 “ଦ୍ୱିତୀୟ ଶ୍ରେଷ୍ଠ ଆଜ୍ଞା ହେଉଛି, ତୁମ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’

See the chapter Copy




ମାଥିଉ 22:39

Follow us:

Advertisements


Advertisements